ଉତ୍ତର ଓଡିଶା ଉପକୂଳ ଜିଲ୍ଲା ଗୁଡିକରେ ଆସନ୍ତା ୪ତାରିଖ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଏହାସହ କେତେ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହୋଇପାରେ ।
Credible Local News of Odisha