ଆସନ୍ତା ୫ଦିନ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଏନେଇ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ, ଝାରସୁଗୁଡା,କେନ୍ଦୁଝର, ଦେବଗଡ଼,ସମ୍ବଲପୁର,ମୟୁରଭଞ୍ଜ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes