ଆସନ୍ତା 18 ତାରିଖରୁ ଉପକୂଳ ଓଡିଶାରେ ପୁଣି ବର୍ଷା

ଆସନ୍ତା 19 ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହେବାକୁ ଥିବାରୁ 18 ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ କହିଛି l
19 ତାରିଖରେ ବର୍ଷାର ପରିମାଣ ବଢିବ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version