ଆସନ୍ତା 4 ତାରିଖରୁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା 4 ତାରିଖ ବେଳକୁ ଉତ୍ତର ଓଡିଶା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଅନୁଗୁଳ, ଜଗତସିଂହପୁର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ 7 ରୁ 11 ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes