ଆସନ୍ତା 5 ତାରିଖରୁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା

ଆସନ୍ତା 5 ତାରିଖରୁ ରାଜ୍ୟର 10 ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଦିଆଯାଇଛି l
6 ତାରିଖରେ 5 ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ 14 ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes