ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଥିବା ନେଇ କମିଶନରେଟ୍ ପୁଲିସ ସୂଚନା ଦେଇଛି।
ବେକରେ ଫାଶି ଦେବାରୁ ଶ୍ୱାସରୁଦ୍ଧ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା ଲ୍ୟାବ ପଠାଯାଇଥିବା ସୂଚନା ମିଳିଛି।
Credible Local News of Odisha