ଆସିଷ୍ଟାଣ୍ଟ ଇଂଜିନିୟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସାଲେପୁର RW ସବ୍‌ଡିଭିଜନ ଆସିଷ୍ଟାଣ୍ଟ ଇଂଜିନିୟର୍ ଅର୍ଜ୍ଜୁନ ସାହୁଙ୍କ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ।

ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭୁବନେଶ୍ବରରେ ଚାଲିଛି ରେଡ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes