ଆସୁଛି ବର୍ଷା; ଡ୍ରେନ ନିକଟରୁ ତୁରନ୍ତ ଜବରଦଖଲ ହଟାଇବା ପାଇଁ ନିର୍ଦ୍ଦେଶ

ଡ୍ରେନ ଜବରଦଖଲ ହୋଇ ଜଳ ଅବରୋଧ କରିବାର ସମ୍ଭାବନା ରହିଛି ତେବେ ତୁରନ୍ତ ସେହି ଜବରଦଖଲ ହଟାଇବା ପାଇଁ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ଜିଲ୍ଲାପାଳ, ମହାନଗର ନିଗମର କମିଶନର, ମ୍ୟୁନିସିପାଟିଲିଟି ଓ ଏନଏସି କାର୍ଯ୍ୟନିର୍ବାହୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।

ଆବଶ୍ୟକ ସ୍ଥଳେ ଜବରଦଖଲକାରୀ ବ୍ୟକ୍ତି ଓ ସଂସ୍ଥା ବିରୁଦ୍ଧରେ ଆଇନ୍‍ଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ କୌଣସି ଠାରେ ଜଳ ଅବରୋଧ କଲାଭଳି ସାମଗ୍ରୀ ଗଦା ହୋଇଥିଲେ ତାହାକୁ ହଟାଇବାପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes