ଆୟ ବହିର୍ଭୁତ ସମ୍ପତ୍ତି ମାମଲାରେ ସହକାରୀ ଯନ୍ତ୍ରୀ ଗିରଫ

ନିମାପଡା ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଆଜି ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି l
ଗତକାଲି ତାଙ୍କ ବାସଭବନରେ ଚଢ଼ାଉ ବେଳେ ଭିଜିଲାନ୍ସ 3.54 କୋଟି ଟଙ୍କାର ସମ୍ପତ୍ତି ଠାବ କରିଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes