ଇଚ୍ଛାପୁରରେ ସ୍ଵୟଂ ସହାୟକ ଗୋଷ୍ଠୀ ତରଫରୁ ଧାନ କିଣା ଆରମ୍ଭ

କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଇଚ୍ଛାପୁର ଠାରେ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଆଜି ଲଙ୍କେଶ୍ଵରୀ ସ୍ଵୟଂ ସହାୟକ ଗୋଷ୍ଠୀ ତରଫରୁ ଧାନ କିଣା ଆରମ୍ଭ ହୋଇଛି ।

ଏହି ଅବସରରେ ଯୋଗାଣ ବିଭାଗର ଅଧିକାରୀଙ୍କ ସମେତ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ଚାଷୀମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes