ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲା; ବୟଫ୍ରେଣ୍ଡ୍‌ ସୌମ୍ୟଜିତ୍‌ଙ୍କୁ ଉଠାଇ ନେଲା ପୁଲିସ

ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାରେ ସମ୍ବଲପୁର ବଂଶୀଧରନଗର ସ୍ଥିତ ଘରୁ ବୟଫ୍ରେଣ୍ଡ୍‌ ସୌମ୍ୟଜିତ୍‌ଙ୍କୁ ଉଠାଇ ନେଇଛି କମିଶନରେଟ୍‌ ପୁଲିସ।

ଗତବର୍ଷ ଭୁବନେଶ୍ବର ଶୈଳଶ୍ରୀ ବିହାର ସ୍ଥିତ ଘରୁ ଶ୍ୱେତାଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ମୃତ୍ୟୁ ପାଇଁ ପ୍ରେମିକ ସୌମ୍ୟଜିତ୍‌ଙ୍କୁ ଦାୟୀ କରିଥିଲେ ପରିବାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes