ଇଡିରେ ପୁଣି ହାଜର ହେଲେ ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ୱାଇଁ

ଅର୍ଚ୍ଚନା ନାଗ ମାମଲାରେ ଦ୍ୱିତୀୟ ଥର ଇଡିରେ ହାଜର ହୋଇଛନ୍ତି ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ୱାଇଁ।

ପ୍ରଥମ ଥର ପ୍ରମୋଦଙ୍କୁ ୧୦ରୁ ୧୨ ଘଣ୍ଟା ଜେରା କରିଥିଲା ଇଡି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes