ଇଡ୍‌କୋ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆସିଷ୍ଟାଣ୍ଟ ମ୍ୟାନେଜର ମନୋଜ କୁମାର ଲେଙ୍କାଙ୍କ ୭ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ।

ପଟ୍ଟାମୁଣ୍ଡାଇ ପୈତୃକ ଘର ଓ ଭୁବନେଶ୍ୱର ଅଫିସ୍ ସମେତ ୭ଟି ସ୍ଥାନରେ ରେଡ୍ ଚାଲିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes