ଇଣ୍ଟରଭ୍ୟୁ ବେଳେ ଚାଲିଗଲା ଜୀବନ

ଓଡ଼ିଶା ପୁଲିସ କନଷ୍ଟେବଳ ପଦର ଦୌଡ଼ ସମୟରେ ଯୁବକଙ୍କ ମୃ୍ତ୍ୟୁ ହୋଇଛି ।

ଏଭଳି ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ରିଜର୍ଭ ପୁଲିସ ପଡ଼ିଆରେ । ଇଣ୍ଟରଭ୍ୟୁରେ ୧୬୦୦ ମିଟର ଦୌଡ଼ିବା ସମୟରେ ହଠାତ ତାଙ୍କର ମୃତ୍ୟୁ ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes