ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ନିରାପତ୍ତା ଦିବସ ପାଳନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ଖଣ୍ଡାହତା ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟରେ ନିରାପତ୍ତା ଦିବସ ପାଳନ ହୋଇଛି।

ଏହି କାର୍ଯ୍ୟକ୍ରମରେ ସ୍କୁଲର ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes