ଇନ୍ଦ୍ରାବତୀ ବାମ ମୁଖ୍ୟ କେନାଲରେ ଘାଇ

କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଡଙ୍ଗରିପଡ଼ା ଠାରେ କେନାଲର ବାମ ପଟ ହୁଡାରେ ଘାଇ ହେବା ଯୋଗୁ ଏକର ଏକର ଚାଷ ଜମି ଜଳମଗ୍ନ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes