ଇ‐ଆବର୍ଜନାକୁ ନେଇ ଟେଣ୍ତର ବିଜ୍ଞପ୍ତି ପ୍ରକାଶ

ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ମୁନିସିପାଲିଟି ଅଧୀନସ୍ଥ ଅଞ୍ଚଳରେ ଇ‐ଆବର୍ଜନା ବିକ୍ରୟକୁ ନେଇ ଟେଣ୍ତର ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଶାୟୀ ଜୁନ ୨୩ ଭିତରେ ଆବେଦନ କରିପାରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes