ଆଜାଦି କା ଅମୃତ ମହୋତ୍ସବ ପାଳନ ଅବସରରେ ଆଜି ଅପରାହ୍ନରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ତରଫରୁ ବିଦ୍ୟୁତ୍ ବିଭାଗ ସହଯୋଗରେ ବୀରମହାରାଜପୁର କଲ୍ୟାଣ ମଣ୍ଡପ ଠାରେ ଉଜ୍ବଳ ଭାରତ, ଉଜ୍ୱଳ ଭବିଷ୍ୟତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
Credible Local News of Odisha