ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟିତ

କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ହାଟଡିହି ବ୍ଲକ ବେରୁଣିପଦି ଗାଁରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲ ଉଦଘାଟିତ ହୋଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ଡାକ୍ତର ପ୍ରଦୀପ ସେଠୀଙ୍କ ତତ୍ତ୍ବାବଧାନରେ ଆରମ୍ଭ କରାଯାଇଥିବା ଏହି ବିଦ୍ୟାଳୟରେ ଗ୍ରାମାଞ୍ଚଳର ୨୫ ଶହ ଛାତ୍ରଛାତ୍ରୀଙ୍କୁ ବିନା ଦେୟରେ ପାଠ ପଢ଼ାଇବାକୁ ଯୋଜନା କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes