ଉପକୂଳ ଓଡ଼ିଶାରେ କାଁ ଭାଁ ବର୍ଷା ଲାଗି ରହିଛି

ଉପକୂଳ ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ 2.1 କିଲୋମିଟର ଉଚ୍ଚତା ଯାଏ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes