ଉପଖଣ୍ଡସ୍ତରୀୟ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି

ଆଜି ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ ଭୋଇଙ୍କ ଅଧ୍ୟକ୍ଷତାରେ ଆଗାମୀ ଉପଖଣ୍ଡସ୍ତରୀୟ ସ୍ଵାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଉପଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ସ୍ଵାଗତ କରି ସରକାରଙ୍କ ନିର୍ଦ୍ଦେଶ କ୍ରମେ କୋଭିଡ଼ କଟକଣା ମଧ୍ୟରେ ଏହି ଜାତୀୟ ଦିବସ ପାଳିତ ହେବ ବୋଲି କହିବା ସହ ଏଥର ମଧ୍ୟ କୌଣସି ଛାତ୍ରଛାତ୍ରୀ ପ୍ୟାରେଡ଼ରେ ଅଂଶଗ୍ରହଣ କରିବେ ନାହିଁ ବୋଲି ପ୍ରକାଶ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes