ଉପଖଣ୍ଡ ସ୍ତରୀୟ ସମ୍ବିଧାନ ଦିବସ ପାଳିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାରଙ୍କ ତତ୍ତ୍ଵାବଧାନରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଏଥିରେ ସମସ୍ତ ସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes