ଉପଜିଲ୍ଲାପାଳ ଏବଂ ଏସଡିପିଓଙ୍କ ମହାବିଦ୍ୟାଳୟ ପରିଦର୍ଶନ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ ଓ ଉପଖଣ୍ଡ ପୁଲିସ ଅଧିକାରୀ ଡୋଳାମଣି ଭୋଇ ବୀରମହାରାଜପୁର ମହାବିଦ୍ୟାଳୟ ପରିଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ ।

ଏହି ବୈଠକକୁ ମହାବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ସ୍ୱୟମ୍ଭୁନାଥ ଖଣ୍ଡଗିରି ପରିଚାଳନା କରିଥିଲେ । ବୈଠକରେ ମହାବିଦ୍ୟାଳୟର ଜମି ସଂରକ୍ଷଣ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes