ଉପଜିଲ୍ଲାପାଳ ଭାବେ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ରଙ୍କ ଯୋଗଦାନ

ଆଜି ସୋନପୁର ଉପଜିଲ୍ଲାପାଳ ଭାବେ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର କାର୍ଯ୍ୟରେ ଯୋଗ ଦେଇଛନ୍ତି ।

ସେ ପୂର୍ବତନ ଉପଜିଲ୍ଲାପାଳ ନିହାର ରଞ୍ଜନ କଅଁରଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes