ଉପଭୋକ୍ତାଙ୍କ ସ୍ୱାର୍ଥକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରୁଥିବା ପରିପ୍ରେକ୍ଷୀରେ ସିଧାସଳଖ ବିକ୍ରୟ ବ୍ୟବସାୟରେ ଉପଭୋକ୍ତାଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ପ୍ରଦାନ କରାଯିବା ଉଚିତ ବୋଲି ଆଜି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଭୁବନେଶ୍ୱରରେ ଆୟୋଜିତ ଇଣ୍ଡିଆନ ଡାଇରେକ୍ଟ ସେଲିଂ ଆସୋସିଏସନ ଦ୍ୱାରା ଆୟୋଜିତ ପ୍ରତ୍ୟକ୍ଷ ବିକ୍ରୟ ସମ୍ମିଳନୀରେ ଯୋଗ ଦେଇ କହିଛନ୍ତି l