ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଛି।
ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ ବୋଲି ସୂଚନା ମିଳିଛି। ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଛି।
Credible Local News of Odisha