ଉଫୁଲା ପଞ୍ଚାୟତର ସାଧାରଣ ବୈଠକ ଅନୁଷ୍ଠିତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ପଞ୍ଚାୟତରେ ସରପଞ୍ଚ ଶ୍ରୀୟା କର୍ମୀଙ୍କ ଅଧ୍ୟକ୍ଷତାରେ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ବିଭିନ୍ନ ଗ୍ରାମର ପାନୀୟ ଜଳ ସମସ୍ୟା ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes