ଉଲୁଣ୍ଡାରେ ରକ୍ତ ଦାନ ଶିବିର ଅନୁଷ୍ଠିତ

ସୋନପୁର ଜିଲ୍ଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀର ଉଲୁଣ୍ଡା ଠାରେ ୨୬ ତମ ବିଜୁ ଜନତା ଦଳର ପ୍ରତିଷ୍ଠାତା ଦିବସ ଅବସରରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ପୂର୍ବତନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes