ଉଲୁଣ୍ଡା ଠାରେ ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା ସମାବେଶ

ଆଜି ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ଠାରେ ବିଜେପି ପକ୍ଷରୁ ଅନୁସୂଚିତ ଜାତି ମୋର୍ଚ୍ଚା ସମାବେଶ ଅନୁଷ୍ଠିତ ହୋଇଛି ।

ଏଥିରେ ମଣ୍ଡଳ ସଭାପତି ଆଦିତ୍ୟ ପୁରୋହିତ ସଭା ପରିଚାଳନା କରିଥିବା ବେଳେ ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଉଷା କୁମାରୀ ଓ ଆନନ୍ଦ ବାରିକ, ଜିଲ୍ଲା ସାଧାରଣ ସମ୍ପାଦକ ବେଣୁଧର ଦାଶ ପ୍ରମୁଖ ଯୋଗ ଦେଇ ମୋଦି ସରକାରଙ୍କ ଆଠ ବର୍ଷ ଶାସନ ପୂର୍ତ୍ତି ଉପଲକ୍ଷେ ଉଦବୋଧନ ଦେଇ କେନ୍ଦ୍ର ସରକାରଙ୍କ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes