ଏଏସ୍ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ବାରଙ୍ଗ ଥାନା ଏଏସ୍ଆଇ ଅଶୋକ ପ୍ରଧାନଙ୍କ ଝୁଲନ୍ତା ମୃତଦେହ ନନ୍ଦନକାନନ ପଦାସାହି ଘରୁ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes