ଏଏସ୍ଓ ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

ତେବେ କମ୍ପ୍ୟୁଟର ପ୍ରୋଫିସିଏନସି ଟେଷ୍ଟ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

କମ୍ପ୍ୟୁଟର ଟେଷ୍ଟ କଲେ ବି ଚୂଡ଼ାନ୍ତ ତାଲିକା ପ୍ରକାଶ ଉପରେ ରୋକ୍ ଲଗାଇଛନ୍ତି। କୋର୍ଟଙ୍କ ବିନା ଅନୁମତିରେ ଓପିଏସସି ଫଳ ପ୍ରକାଶ କରିପାରିବନି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes