ଏକାମ୍ର କଲେଜ ପରିସରରେ ବନ ମହୋତ୍ସବ ପାଳିତ

ଏଥିରେ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇ ବୃକ୍ଷରୋପଣ କରିଥିଲେ l

ଅନ୍ୟମାନଙ୍କ ମଧ୍ୟରେ ମେୟର ସୁଲୋଚନା ଦାସ, ପ୍ରେରଣା ଅଧ୍ୟକ୍ଷ ଡ. ଦିଲ୍ଲୀପ ଶ୍ରୀଚନ୍ଦନ, କଲେଜର ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ, କର୍ମଚାରୀ ଓ ସ୍ଥାନୀୟ ଜନପ୍ରତିନିଧି, ପୁଲିସ ଅଧିକାରୀ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes