ଏକ ଦିବସୀୟ ପରିଦର୍ଶନରେ ସୁବର୍ଣ୍ଣପୁର ଜିଲ୍ଲା ପ୍ରକଳ୍ପ ନିର୍ଦେଶକ

ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଏବଂ ସଂଗ୍ରାମପୁର ପଞ୍ଚାୟତର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିବା ସହିତ ସମୀକ୍ଷା କରିଥିବା ବେଳେ ସୁବଳୟା ୫ ଟି ସ୍କୁଲ ପରିଦର୍ଶନ କରିଥିବା ଦେଖା ଯାଇଛି l

ତେବେ ତାଙ୍କ ସହିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes