ଏଣ୍ଡଳବା ଗ୍ରାମ ପଞ୍ଚାୟତରେ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଏଣ୍ଡଳବା ଗ୍ରାମ ପଞ୍ଚାୟତରେ ପୂର୍ବମାସ ପରି ଆଜି ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ସ୍ଥାନୀୟ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନିର୍ଦ୍ଦେଶରେ ଏଣ୍ଡଳବା ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ଯା, ପିଇଓ ଏବଂ ଯୁବ ସଭାପତି, ଜିଲ୍ଲା ପରିଷଦମାନେ ଉପସ୍ଥିତ ହୋଇ ସମସ୍ୟାରେ ଥିବା ହିତାଧିକାରୀଙ୍କ ଅଭିଯୋଗ ଶୁଣି ସମାଧାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes