ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କିଶୋର କେ. ବାସାଙ୍କୁ ନ୍ୟାସନାଲ ମନୁମେଣ୍ଟ ଅଥରିଟି -ଏନଏମଏର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିବା ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ କୁହାଯାଇଛି l
Credible Local News of Odisha