ଏନଏସି ଦାବି ପାଇଁ ସୁବଳୟା ୧୨ ଘଣ୍ଟିଆ ବନ୍ଦ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା କୁ ଏନଏସି ଦାବି ପାଇଁ ଆଜି ସ୍ଥାନୀୟ ଜନସାଧାରଣ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ଏଥିରେ ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଓ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes