ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଗାଁକୁ ସଂଯୋଗ ହେଲା ବିଜୁଳି

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଜିଲ୍ଲାର ଉପରବେଡ଼ା ଡୁଙ୍ଗୁରିସାହି ଗ୍ରାମକୁ ବିଜୁଳି ସଂଯୋଗ ହୋଇଛି।

ଏହି ଗାଁକୁ ବିଦ୍ୟୁତ୍ ସଂଯୋଗ ହୋଇନଥିବା ବେଳେ ୩ ଦିନ ତଳେ ଖବର ପ୍ରସାରଣ ହୋଇଥିଲା। ଏହା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ସ୍ୱରୂପ ସେଠାରେ ବିଦ୍ୟୁତ୍ ସଂଯୋଗ ବ୍ୟବସ୍ଥା କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes