ଏନ୍ଏଚ୍-୧୬ରେ ଓଲଟିଲା ଗ୍ୟାସ୍ ଟ୍ୟାଙ୍କର, ଯାତାୟାତ ପ୍ରଭାବିତ

କଳାହାଣ୍ଡି ଜିଲ୍ଲା କର୍ଲାପଡା ରାସ୍ତାର ପାଷ୍ଟିପଡା ନିକଟରେ ଏନ୍ଏଚ୍-୧୬ରେ ଗ୍ୟାସ୍ ଟ୍ୟାଙ୍କର ଓଲଟି ପଡିବାରୁ ଯାତାୟାତ ପ୍ରଭାବିତ ହୋଇଛି।

ଟ୍ୟାଙ୍କରରୁ ପ୍ରଚୁର ଗ୍ୟାସ ବାହାରୁଥିବା ବେଳେ ଘଟଣାସ୍ଥଳରେ ପହଞ୍ଚିଛି ଅଗ୍ନିଶମ ବାହିନୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes