ଏବର୍ଷ କୃଷି ବଜେଟ ପାଇଁ ୨୧ହଜାର ୧୬୬ କୋଟି ବ୍ୟୟ ବରାଦ

ଉଦ୍ୟାନ କୃଷି ବିକାଶ କାର୍ଯ୍ୟକ୍ରମରେ ୩୧୨ କୋଟି ବ୍ୟୟ ବରାଦ କରାଯାଇଥିବା ବେଳେ ଚଳିତ ବର୍ଷ ୨ ଲକ୍ଷ ୮୦ ହଜାର ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ ରଖାଯାଇଛି।

ବନ୍ୟା ନିଯନ୍ତ୍ରଣ ଓ ଜଳ ନିଷ୍କାସନ ପାଇଁ ୯୬୮ କୋଟି ବ୍ୟୟ ବରାଦ ହୋଇଛି। ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟସେବା ମିଶନ ପାଇଁ ୨,୩୨୫ କୋଟି ବ୍ୟୟ ବରାଦ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes