ଏମକେସିଜି ପ୍ରଶାସନିକ କୋଠାରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ ପ୍ରଶାସନିକ କୋଠାରେ ଆଜି ଭୋର ସମୟରେ ସଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିଲା l ଅଗ୍ନିକାଣ୍ଡରେ ଅନେକ କାଗଜପତ୍ର ନଷ୍ଟ ହୋଇ ଯାଇଥିବା ବେଳେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes