ଏସପି ଅଫିସ ସମ୍ମୁଖରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଗଞ୍ଜାମ ଏସପି ଅଫିସ ସମ୍ମୁଖରେ ଆଜି ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରି ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି l

ଆତ୍ମାହୁତି ଉଦ୍ୟମ କରିଥିବା ଯୁବକ ଛତ୍ରପୁର ବୋରିଗାଁର ବାଦଲ ସାହୁ ଭାବେ ଚିହ୍ନଟ ହୋଇଥିବା ବେଳେ ସେ କଣ ପାଇଁ ନିଜ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିଲେ ତାହା ଜଣାପଡ଼ିନାହିଁ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes