ଏସ୍ଆଇଙ୍କୁ ଆକ୍ରମଣ ଉଦ୍ୟମ ଘଟଣା; ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି

ଭୁବନେଶ୍ୱରରେ ମହିଳା ପୁ ଏସ୍ଆଇଙ୍କୁ ଆକ୍ରମଣ ଉଦ୍ୟମ ଘଟଣା ନେଇ ଭୁବନେଶ୍ୱର ଡିସିପି କହିଛନ୍ତି, ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି।

ଅଭିଯୁକ୍ତମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ଡିସିପି ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes