ଏ ସପ୍ତାହରେ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍ୱତନ୍ତ୍ର ପୁସ୍ତିକା : ମନ୍ତ୍ରୀ

ଚଳିତ ସପ୍ତାହରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ସ୍ୱତନ୍ତ୍ର ପୁସ୍ତିକା ମିଳିବ l ଏଥିରେ ଦୁଇ ବର୍ଷର ପୁରୁଣା ପାଠ ରହିବ l ମେ ମାସରେ ଆରମ୍ଭ ହେବାକୁ ଥିବା ନୂଆ ରେଗୁଲାର କୋର୍ସ ସହ ଏହାକୁ ପଢ଼ାଯିବ ବୋଲି ଆଜି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version