ଓଡ଼ିଶାକୁ ଆତଙ୍କବାଦୀଙ୍କ ଟାର୍ଗେଟ ଆଶଙ୍କା କଲା ରାଜ୍ୟ ବିଜେପି

ଗୁଡୁ ମୁସଲିମର ବରଗଡ଼ ଆସିବା ନେଇ ସାଂସଦ ସୁରେଶ ପୂଜାରୀ ଏହି ମନ୍ତବ୍ୟ ରଖିଛନ୍ତି।

୧୨ ତାରିଖ ସମ୍ବଲପୁର ହିଂସାରେ ଦେଶବିରୋଧୀ ସ୍ଲୋଗାନ ଦିଆଗଲା। ସମ୍ବଲପୁରରେ ରାଷ୍ଟ୍ରବିରୋଧୀ ଶକ୍ତି ଉପସ୍ଥିତ ଥିବା ସ୍ପଷ୍ଟ ହୋଇଛି, ଏଭଳି ସ୍ଥିତିରେ ଗ୍ୟାଙ୍ଗଷ୍ଟର ଗୁଡୁ ମୁସଲିମ ପୁରୀ ଓ ବରଗଡ଼ ଆସିଥିବା ଜଣାପଡ଼ିଛି। ଗୁଡୁର ପ୍ରମୁଖ ସହଯୋଗୀ ସୋହେଲାର ରାଜା ଖାଁ ନାଁରେ ବହୁ ମାମଲା ରହିଛି ବୋଲି ସେ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes