ଓଡ଼ିଶାରେ ଆଉ ୧ ଲକ୍ଷ କୋଟିର ପୁଞ୍ଜି ନିବେଶ କରିବ ଜେଏସଡବ୍ଲୁ

ଷ୍ଟିଲ୍ ଓ ସୋଲାର କ୍ଷେତ୍ରରେ ପୁଞ୍ଜି ନିବେଶ କରାଯିବ ବୋଲି ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଜେଏସଡବ୍ଲୁ ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ ଘୋଷଣା କରିଛନ୍ତି ।

୨୦୧୮ରେ ୬୦ ହଜାର କୋଟିର ପୁଞ୍ଜି ନିବେଶ ଘୋଷଣା କରିଥିଲା କଂପାନୀ । ସେଥିରୁ ୩୦ ହଜାର କୋଟିର ପୁଞ୍ଜି ନିବେଶ କରିସାରିଥିବା କହିଛନ୍ତି ସଜ୍ଜନ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes