ଓଡ଼ିଶାରେ ଆରମ୍ଭ ହେବ ଇଣ୍ଟିଗ୍ରେଟେଡ ଟେମ୍ପୁଲ୍ ମ୍ୟାନେଜମେଣ୍ଟ ସିଷ୍ଟମ

ତାମିଲନାଡୁ ଓ କର୍ଣ୍ଣାଟକ ଢାଞ୍ଚାରେ ଇଣ୍ଟିଗ୍ରେଟେଡ ଟେମ୍ପୁଲ୍ ମ୍ୟାନେଜମେଣ୍ଟ ସିଷ୍ଟମ ଆରମ୍ଭ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ।

ଶ୍ରଦ୍ଧାଳୁମାନେ ଅନଲାଇନ ଜରିଆରେ ଦେବାଳୟ ଦର୍ଶନ କରିବା ସହ ପୂଜା ଓ ପ୍ରସାଦ ସେବନ ସୁବିଧା ମଧ୍ୟ ପାଇ ପାରିବେ ବୋଲି ମନ୍ତ୍ରୀ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes