ଓଡ଼ିଶାରେ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ବନ୍ଦେ ମେଟ୍ରୋ

ପୁରୀରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି।

ବନ୍ଦେ ଭାରତ ପରେ ପରେ ବନ୍ଦେ ମେଟ୍ରୋ ଆରମ୍ଭ ହେବ। ବନ୍ଦେ ମେଟ୍ରୋ ପୁରୀ-ଭୁବନେଶ୍ବର-କଟକ ଚାଲିବା ଯୋଜନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes