ଓଡ଼ିଶାରେ ପ୍ରସ୍ତୁତ ହେଲା ବ୍ରେନ୍‌ ମ୍ୟାଲେରିଆ ଔଷଧ

ମସ୍ତିଷ୍କ ମ୍ୟାଲେରିଆ ପାଇଁ ଭୁବନେଶ୍ବର ଆଇଏଲ୍‌‌ଏସ୍‌‌ର ବୈଜ୍ଞାନିକ ଡକ୍ଟର ଅରୁଣ ନାଗରାଜ ଓ ତାଙ୍କ ଟିମ୍‌‌ ବ୍ରେନ୍‌‌ ମ୍ୟାଲେରିଆ ବା ମସ୍ତିଷ୍କ ମ୍ୟାଲେରିଆ ପାଇଁ ଔଷଧ ଉଦ୍ଭାବନ କରିଛନ୍ତି।

ଏହି ଔଷଧର ନାମ ରହିଛି ଗ୍ରିସେଫୁଲଭିନ। ଅନୁମତି ମିଳିଲେ ଆଗକୁ ଏହାକୁ ରୋଗୀ ଚିକିତ୍ସାରେ ବ୍ୟବହାର କରାଯିବ ବୋଲି ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version