ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ପୁରୀରେ ଅନୁଷ୍ଠିତ ବନ୍ଦେ ଭାରତ ଲୋକାର୍ପଣ କାର୍ଯ୍ୟକ୍ରମକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦି।

ଏ ନେଇ ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes