ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୮ କିମ୍ବା ୨୯ ତାରିଖରେ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି ।

ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।ପରବର୍ତ୍ତୀ ଅବସ୍ଥାରେ ଚୂଡ଼ାନ୍ତ ଗସ୍ତ ସୂଚୀ ପ୍ରକାଶ କରାଯିବ ବୋଲି ସେ କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes